Yearly Archives

2025

ସାରା ତେନ୍ଦୁଲକରଙ୍କୁ ଡେଟ୍ କରୁଛନ୍ତି ଏହି ବଲିଉଡ ଷ୍ଟାର

‘ଗଲି ବୟ’, ‘ଗେହରାଇୟାଁ’, ‘ବଣ୍ଟି ଔର ବବ୍‌ଲି-୨’ ଭଳି ଫିଲ୍ମରେ ନଜର ଆସିସାରିଥିବା ଅଭିନେତା ସିଦ୍ଧାନ୍ତ ଚତୁର୍ବେଦୀଙ୍କ ନାମ ଦୀର୍ଘ ଦିନ ଧରି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନବେଲି ନନ୍ଦାଙ୍କ ସହ ଯୋଡ଼ା ଯାଉଥିଲା । କିନ୍ତୁ କିଛି ମାସ ତଳେ ସେମାନେ ଅଲଗା
Read More...

ଶ୍ରୀଜେଶଙ୍କୁ ପଦ୍ମ ଭୂଷଣ ଓ ଆର ଅଶ୍ୱିନଙ୍କୁ ପଦ୍ମଶ୍ରୀ ପୁରସ୍କାର

ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ ହକି ଖେଳାଳି ପିଆର ଶ୍ରୀଜେଶଙ୍କୁ ସୋମବାର ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଛି । ସେହିପରି ପୂର୍ବତନ ଭାରତୀୟ ଦଳର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଏକ
Read More...

କଟକ ରିଙ୍ଗରୋଡ଼ ସମ୍ପ୍ରସାରଣ କାର୍ଯ୍ୟ ସମୟରେ ଘଟିଥିବା ଦୁର୍ଘଟଣାର ତଦନ୍ତ କରିବ ୩ ଜଣିଆ ବୈଷୟିକ କମିଟି : ପୂର୍ତ୍ତ…

ଭୁବନେଶ୍ୱର: କଟକ ରିଙ୍ଗରୋଡ଼ ସଂପ୍ରସାରଣ କାର୍ଯ୍ୟ ଚାଲୁଥିବା ବେଳେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ଦୁଇଜଣ ଯନ୍ତ୍ରୀଙ୍କ ସମେତ ତିନି ଜଣଙ୍କର ପ୍ରାଣ ହାନି ଘଟିଛି ଏବଂ ଦୁଇଜଣ ଆହତ ହୋଇ ଏସ ସି ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି I ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
Read More...

ପୁରୀରେ ରଥଯାତ୍ରା ପାଇଁ ଚାଲିବ ୩୬୫ଟି ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ଆସନ୍ତା ରଥଯାତ୍ରା ଉତ୍ସବ ସମୟରେ ପୁରୀକୁ ସଂଯୋଗ କରିବା ପାଇଁ ଅତି କମରେ ୩୬୫ଟି ବିଶେଷ ଟ୍ରେନ୍ ଚଳାଚଳ କରିବ। ଏହି ନଗର ସୀମା ମଧ୍ୟରେ ଭକ୍ତମାନଙ୍କ ପାଇଁ ୫ ଲକ୍ଷ ଟଙ୍କାର ବୀମା ସୁରକ୍ଷା ବ୍ୟବସ୍ଥା କରାଯିବ। ଗୁରୁବାର ମହାପ୍ରଭୁଙ୍କ ନଅ ଦିନିଆ ବାର୍ଷିକ ଯାତ୍ରାର ପ୍ରସ୍ତୁତି
Read More...

ରଥ ଯାତ୍ରା ସମନ୍ୱୟ କମିଟିର ପ୍ରଥମ ବୈଠକ

ପୁରୀ: ଜୁନ୍ ୨୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରଥମ ସମନ୍ବୟ ବୈଠକ ପୁରୀ ଟାଉନ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ଆରଡିସି ବି. ପରମେଶ୍ବରମ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଉଚ୍ଚପଦସ୍ଥ ଅଧିକାରୀ, ଜିଲ୍ଲାପାଳ, ଏସପି,
Read More...

ଜାତିଭିତ୍ତିକ ଜନଗଣନା କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି ନେଇ ଆସନ୍ତା ଜନଗଣନାରେ ଜାତିଭିତ୍ତିକ ଜନଗଣନା କରିବାକୁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳର ରାଜନୈତିକ ବ୍ୟାପାର ସମିତି (CCPA) ଏହି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି। ୨୦୨୫ରୁ ୨୦୨୬ ମଧ୍ୟରେ ଆରମ୍ଭ ହେବାକୁ ଥିବା
Read More...

କାନ୍ଥ ଭୁଶୁଡି ୮ ଶ୍ରଦ୍ଧାଳୁ ମୃତ

ବିଶାଖାପାଟଣା: କାନ୍ଥ ଭୁଶୁଡ଼ିବା ଘଟଣାରେ ୮ ଜଣ ଶ୍ରଦ୍ଧାଳୁଙ୍କର ଜୀବନ ଯାଇଛି । ବୁଧବାର ସକାଳୁ ସିଂହାଚଳମ୍‌ରେ ଥିବା ଶ୍ରୀବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରର ଉତ୍ସବ ସମୟରେ ଏହି ଅଘଟଣ ଘଟିଛି । ସେହି ୮ ଜଣ ମୃତକଙ୍କ ମଧ୍ୟରେ ଏକ ଦମ୍ପତି ମଧ୍ୟ ରହିଛନ୍ତି । ଜାତୀୟ ବିପର୍ଯ୍ୟୟ
Read More...

ପ୍ରକାଶ ପାଇଲା ଆଇସିଏସଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ: ଭାରତୀୟ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ପରିଷଦ (ସିଆଇଏସସିଇ) ଆଇସିଏସଇ ଦଶମ ଶ୍ରେଣୀ ଏବଂ ଆଇଏସସି ଦ୍ୱାଦଶ ଶ୍ରେଣୀର ଫଳାଫଳ ଘୋଷଣା କରିଛି । ଆଜି ବୋର୍ଡ ମୁଖ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଉଭୟ ଶ୍ରେଣୀର ଫଳାଫଳ ପ୍ରକାଶ କରାଯାଇଛି । ଆଇସିଏସଇ ଶ୍ରେଣୀ ଦଶମ
Read More...

ରାଜ୍ୟସ୍ତରୀୟ କୃଷକ ଦିବସ ସମାରୋହ-୨୦୨୫ ଅନୁଷ୍ଠିତ; ସମୁଦାୟ ୫୧ ଲକ୍ଷ ଚାଷୀ ୧୦୨୫ କୋଟି ଟଙ୍କାର ସିଏମ୍ କିଷାନ ସହାୟତା…

ଭୁବନେଶ୍ୱର:ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ୱିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀ ମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି ପାଇଁ ଉଦ୍ୟମ କରାଯାଉଛି ବୋଲି
Read More...

ମେ ୨ରୁ ଓଜେଇଇ

ଭୁବନେଶ୍ୱର: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମୋଡ୍‌ରେ ପରୀକ୍ଷା
Read More...