ପିସିଆର୍ ଭ୍ୟାନ୍କୁ ଚାପିଦେଲା ହାଇଓ୍ବା, ୨ ପୋଲିସ କର୍ମଚାରୀଙ୍କ ଜୀବନ ମୃତ୍ୟୁ
କଟକ ସଦର: କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ହାଇଓ୍ବା ଓଲଟି ପଡ଼ିଥିବା ବେଳେ ପିସିଆର ମଧ୍ୟ ଭାଙ୍ଗି!-->…
Read More...
Read More...