ନଭେମ୍ବର ୭ରେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ଗାଇବେ ରାଷ୍ଟ୍ରୀୟ ସଙ୍ଗୀତ ‘ବନ୍ଦେ ମାତରମ’
ଭୁବନେଶ୍ୱର: ନଭେମ୍ବର ୭ରେ ସ୍କୁଲ ଏବଂ କଲେଜ ଛାତ୍ରଛାତ୍ରୀ ଗାଇବେ ରାଷ୍ଟ୍ରୀୟ ସଙ୍ଗୀତ 'ବନ୍ଦେ ମାତରମ'। 'ବନ୍ଦେ ମାତରମ'ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ 'ବନ୍ଦେ ମାତରମ' ଗାନ କରାଯିବ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ବିଭାଗ ପକ୍ଷରୁ ଗଣଶିକ୍ଷା/ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଛି।
!-->!-->…
Read More...
Read More...