Yearly Archives

2025

ଏହି ଚାରି ଜିଲ୍ଲାକୁ ଆଜି ଥରାଇବ, ଜାରି ହେଲା ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୪ଟି ଜିଲାରେ ଶୀତଲହରୀ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଆଜି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସୂଚନା
Read More...

ବାରବାଟୀରେ ଦୁଇ ଦଳର ଅଭ୍ୟାସ ଆଜି 

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫-ମ୍ୟାଚ ବିଶିଷ୍ଟ ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ ଖେଳାଯିବ। ସୋମବାର ଦୁଇ ଦଳ ବାରବାଟୀ ଷ୍ଟାଡିୟମ୍‌ରେ ଅଭ୍ୟାସ କରିବେ। କାର୍ଯ୍ୟସୂଚୀ ଅନୁଯାୟୀ .ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ବାଧିନ ଭାରତୀୟ ଦଳ
Read More...

ଭୁବନେଶ୍ୱରରେ ଜଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର : ଭୁବନେଶ୍ୱରରେ ଜଶପ୍ରୀତ୍‌ ବୁମ୍‌ରା । ରବିବାର ମଧ୍ୟାହ୍ନ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ଦ୍ରୁତ ବୋଲର ଜଶପ୍ରୀତ୍‌ ବୁମ୍‌ରା । ଏହାପରେ ତାଙ୍କୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଭୁବନେଶ୍ୱର ସ୍ଥିତ ମେଫାୟାର ହୋଟେଲକୁ ନିଆଯାଇଛି ।
Read More...

ଘଟଗାଁ ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର ଭିତ୍ତିପ୍ରସ୍ତର ସ୍ଥାପନ କଲେ…

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠର ବିକାଶ ପାଇଁ ୩୧୨ କୋଟିରୁ ଊର୍ଦ୍ଧ୍ବ ଟଙ୍କା ବ୍ୟୟରେ ବହୁ ପ୍ରତୀକ୍ଷିତ ସୌନ୍ଦର୍ଯ୍ୟୀକରଣ ଓ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିରେ ପାଖାପାଖି ୬୦ ଏକର ଅଞ୍ଚଳର ବିକାଶ କରାଯିବ।ଆଜି ମୁଖ୍ୟମନ୍ତ୍ରୀ ମୋହନ
Read More...

ଜାନୁଆରୀ ୩୧ରୁ ପ୍ରସିଦ୍ଧ ଯୋରନ୍ଦା ମାଘ ମେଳା

ଢେଙ୍କାନାଳ: ୨୦୨୬ ଜାନୁଆରୀ ୩୧ ତାରିଖଠାରୁ ପ୍ରସିଦ୍ଧ ଯୋରନ୍ଦା ମାଘ ମେଳା ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଶନିବାର ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମେଳା ଯେପରି
Read More...

ବାରବାଟୀ ଟି-୨୦; କ୍ରୁଟ୍ ର ସ୍ୱତନ୍ତ୍ର ବ୍ୟବସ୍ଥା, ଏହି ସବୁ ରୁଟ୍ ଗଡିବ ଆମ ବସ୍

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍‌କୁ ଲକ୍ଷ୍ୟ କରି କ୍ରୁଟ୍ ପକ୍ଷରୁ ସ୍ୱତନ୍ତ୍ର ବସ୍ ଚଳାଚଳ କରିବ। ଏକାଧିକ ସ୍ଥାନରୁ ଚଳାଚଳ ହେବାକୁ ଥିବା ଏହି ସଟଲ ବସ୍ ସେବା କଟକ ବାରବାଟୀ
Read More...

ସାରା ରାଜ୍ୟରେ ପ୍ରବଳ ଶୀତ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ ପ୍ରକୋପ ବଢ଼ିଛି। ପାହାଡ଼ିଆ ଏବଂ ସମତଳ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଅପରାହ୍ଣ ୪ଟା ବାଜିଲେ ଶୀତ ମାଡ଼ି ଆସୁଛି। ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ପ୍ରାୟ ଅଞ୍ଚଳରେ ରାତି
Read More...

ଭୁଷୁଡିଲା ନିର୍ମାଣାଧୀନ ମେଡିକାଲ ଛାତ, ୪ ଆହତ

ଗଣିଆ:ଗଣିଆ ମେଡିକାଲ ପରିସରରେ ନିର୍ମାଣଧିନ ଥିବା ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ପୋଟିକ ଭୂଷୁଡି ପଡିଥିବା ଜଣାପଡିଛି । ଉକ୍ତ ପୋଟିକର ଛାତ ଆଜି ପଡୁଥିବା ବେଳେ ତଳେ ଦିଆଯାଇଥିବା ଖୁଣ୍ଟ ଭାଡିଆ ହଠାତ୍ ଭୁଶୁଡ଼ି ପଡ଼ିଥିଲା । ଛାତ ଉପରେ ଛିଡା ହୋଇ କାମ କରୁଥିବା ୪ ଜଣ ଶ୍ରମିକ ଗୁରୁତର ହୋଇ
Read More...

ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ,ବନ୍ଧୁକ ସମେତ ଅନେକ ମାଓ ସାମଗ୍ରୀ ଜବତ

ବାଲିଗୁଡ଼ା: କିଛି ଦିନର ନୀରବତା ପରେ କନ୍ଧମାଳ ଜିଲ୍ଲା ବେଲଘର କୋଟଗଡ଼ ଥାନା ସିମାନ୍ତରେ ମାଓ ଗତିବିଧି ଦେଖାଦେଇଛି । ଏସ୍ଓଜି ଓ ସିଆରପିଏଫ୍ ଜବାନଙ୍କ ମିଳିତ କୁମ୍ବିଂ ଅପରେସନ ବେଳେ ବିଲାମାଳ ପଞ୍ଚାୟତର ମୁଣ୍ଡିମାସ୍କା ଜଙ୍ଗଲରେ ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ ହେବା ପରେ ଉଭୟଙ୍କ
Read More...

ବିଶ୍ୱ ଖୁବ୍ ଶୀଘ୍ର ଚିନ୍ତାରୁ ମୁକ୍ତ ହେବ, ପୁଟିନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଆଉ…

ନୂଆଦିଲ୍ଲୀ। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଆଜି ଦ୍ୱିତୀୟ ଦିନ। ରାଷ୍ଟ୍ରପତି ପୁଟିନ ଆଜି ଦିଲ୍ଲୀର ରାଜଘାଟରେ ପହଞ୍ଚିଥିଲେ, ଯେଉଁଠାରେ ସେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତା'ପରେ ସେ ରାଷ୍ଟ୍ରପତି ଭବନକୁ ଯାଇଥିଲେ, ଯେଉଁଠାରେ ତାଙ୍କୁ
Read More...