ଭିବ୍ଗ୍ୟୋର ଚିଟ୍ଫଣ୍ଡ ଓଡ଼ିଶା ମୁଖ୍ୟଙ୍କୁ ୧୦ବର୍ଷ ଜେଲ
ଭୁବନେଶ୍ୱର: ବହୁଗୁଣ ଲାଭ ଦେବା ଆଳରେ ଜମାକାରୀଙ୍କଠାରୁ ୧୪ କୋଟି ଟଙ୍କା ଠକେଇ ମାମଲାରେ ‘ଭିବ୍ଗ୍ୟୋର ଆଲାଏଡ ଇନ୍ଫ୍ରାଷ୍ଟ୍ରକ୍ଚର ପ୍ରାଇଭେଟ୍ ଲିମିଟେଡ’ ସଂସ୍ଥାର ଓଡ଼ିଶା ମୁଖ୍ୟ ପବିତ୍ର କୁମାର ସାହୁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତାଙ୍କୁ ୧୦ ବର୍ଷ ଜେଲଦଣ୍ଡ ହୋଇଛି। ଏଥିସହ ତାଙ୍କୁ ୭୦!-->…
Read More...
Read More...