ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଯାଇଛି। ଆସନ୍ତା ୨୭ ତାରିଖରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ। ତେବେ ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି। ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ପ୍ରଧାନମନ୍ତ୍ରୀଙ୍କ!-->…
Read More...
Read More...