ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ସଚିବାଳୟ କ୍ୟାଡର୍ ସହ ସମାନ ହେବେ ଓପିଏସ୍ସି କର୍ମଚାରୀ
କଟକ: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି)ର କର୍ମଚାରୀଙ୍କ କାମ ରାଜ୍ୟ ସଚିବାଳୟ କର୍ମଚାରୀଙ୍କଠାରୁ କିଛି କମ୍ ନୁହେଁ । ଓପିଏସ୍ସି ଅନେକ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ପରିଚାଳନା କରିଥାଏ । ଚାକିରି ତଥା ନିଯୁକ୍ତି କ୍ଷେତ୍ରରେ ସରକାରଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଥାଏ । !-->…
Read More...
Read More...