ରାଜ୍ୟବାସୀଙ୍କୁ ବିଜେଡି ଲଜ୍ଜିତ କରିଛି, ବହୁମୂଲ୍ୟ ଦେବାକୁ ପଡ଼ିବ : ଭକ୍ତ
ଭୁବନେଶ୍ବର, ୮/୯: ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟଦାନରୁ ବିରତ ରହିବା ନିଷ୍ପତ୍ତି ନେଇ ବିଜେଡି ଓଡିଶାବାସୀଙ୍କୁ ଲଜ୍ଜିତ କରିଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ଅଭିଯୋଗ କରିଛନ୍ତି । ଏକ ପ୍ରେସ ବିବୃତ୍ତିରେ ସେ କହିଛନ୍ତି, ବିଜେପି-ବିଜେଡି ଏକ ଅଘୋଷିତ ମେଣ୍ଟ ରାଜନୀତିରେ ଅଛନ୍ତି!-->…
Read More...
Read More...