ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି
ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ବ ରଖୁଛି। ସୂଚନା ଅନୁସାରେ ୪ ଦିନିଆ ଗସ୍ତରେ ରାଜନୈତିକ ଏବଂ କିଛି ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ ନବୀନ।!-->…
Read More...
Read More...