ଉପରମୁଣ୍ଡରେ ବର୍ଷା,ଖୋଲିଲା ହୀରାକୁଦର ୬ ଫାଟକ
ହୀରାକୁଦ: ଉପରମୁଣ୍ଡରେ ବର୍ଷା ସହ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୬ଟି ଫାଟକ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଅପରାହ୍ଣ ୩ଟାରେ ୨ଟି ଏବଂ ୫ଟାରେ ଅତିରିକ୍ତ ୪ଟି ଫାଟକ ଖୋଲାଯାଇଥିଲା। ସୂଚନା ଅନୁସାରେ, ମଙ୍ଗଳବାର ରାତି ୯ଟାରେ!-->…
Read More...
Read More...