ସବୁ ଥାନାରୁ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି ହଟିବ
ଭୁବନେଶ୍ୱର: ଭୁବନେଶ୍ୱର ସବୁ ଥାନାରୁ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି ହଟିବ। ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି। ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି। ଗାଡ଼ି ହଟିଲେ ଜାଗା ସଫା ହେବ, ରାଜସ୍ବ ବଢିବ ବୋଲି ସେ କହିଛନ୍ତି। ଏନେଇ!-->…
Read More...
Read More...