ଅଗଷ୍ଟ ୨୯ ଏବଂ ୩୦ରେ ଭୁବନେଶ୍ବରରେ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ
ଭୁବନେଶ୍ବର: ଆଗାମୀ ଅଗଷ୍ଟ ୨୯ ଏବଂ ୩୦ ତାରିଖରେ ଓଡ଼ିଶାରେ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ହେବାକୁ ଯାଉଛି। ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର!-->…
Read More...
Read More...