ତିନିଜଣ କାଠ ବିକାଳି ମହିଳାଙ୍କୁ ଧକ୍କା ଦେଲା ପିକ୍ଅପ୍ ଭ୍ୟାନ୍; ଜଣେ ମୃତ, ଦୁଇ ଗୁରୁତର
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବୁଡାଗୁଡ଼ାରେ ଦୁର୍ଘଟଣା । ତିନିଜଣ କାଠ ବିକାଳି ଆଦିବାସୀ ମହିଳାଙ୍କୁ ଧକ୍କା ଦେଲା ପିକ୍ଅପ୍ ଭ୍ୟାନ୍ । ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ମୃତକ ବୁଡାଗୁଡ଼ା!-->…
Read More...
Read More...