ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ସେବାଉତ୍ସବ – ୨୦୨୫ ଆୟୋଜିତ
ଦଶପଲ୍ଲା : ଆଜି ଦଶପଲ୍ଲା ବ୍ଲକ ଅଧିନସ୍ଥ ଟାକରା ଗ୍ରାମ ଠାରେ ଥିବା ବାବା ସିଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଦଶପଲ୍ଲା ଅଂଚଳର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଉତ୍ସର୍ଗ ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ସେବା ଉତ୍ସବ - ୨୦୨୫ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ସକାଳ ୮ ଘଟିକାରେ!-->…
Read More...
Read More...