Yearly Archives

2026

ଜିଲ୍ଲାସ୍ତରୀୟ ୭ ଦିନିଆ ସୁଭଦ୍ରା ଶକ୍ତି ମେଳା ଉଦଘାଟିତ

ବୌଦ୍ଧ:- ବୌଦ୍ଧ କଚେରୀ ପଡିଆ ଠାରେ ଜିଲ୍ଲାସ୍ତରୀୟ ୭ ଦିନିଆ ସୁଭଦ୍ରା ଶକ୍ତି ମେଳା ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଯୋଗ ଦେଇ ଏହି ମେଳାର ଶୁଭ ଉଦଘାଟନ କରିଥିଲେ । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର
Read More...

ସିଆଇଏସ୍‌ଏଫ୍‌ କାର୍ଯ୍ୟକ୍ରମରେ ସାମିଲ ହେଲେ ଅମିତ ଶାହ

କଟକ : କଟକ ମୁଣ୍ଡୁଳି ସ୍ଥିତ ସିଆଇଏସ୍ଏଫ୍ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ସିଆଇଏସ୍ଏଫ୍ କ୍ୟାମ୍ପରେ ଅମିତ ଶାହ ସମ୍ବୋଧନ ଦେଇଥିଲେ । ଏହି ଅବସରରେ ସିଆଇଏସ୍ଏଫ୍ ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ । ଆଉ କହିଥିଲେ ଔଦୋଗିକ ବିକାଶର ସମ୍ଭାବନା ସିଆଇଏସ୍ଏଫ୍
Read More...

ଫାଇନାଲରେ ଖେଳିବେନି ଅଭିଷେକ !, ଏହି ଖେଳାଳିଙ୍କୁ ମିଳିବ ସ୍ଥାନ

ନୂଆଦିଲ୍ଲୀ: ଭାରତ ICC ପୁରୁଷ ଟି୨୦ ବିଶ୍ୱକପ ୨୦୨୬ର ଫାଇନାଲରେ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ଏହି ରୋମାଞ୍ଚକର ମହାମୁକାବିଲା ରବିବାର (8 ମାର୍ଚ୍ଚ) ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଯାଉଛି। ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ବିଜେତା-ଟେକ-ଅଲ
Read More...

ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରେ ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ

ବାଲିଗୁଡ଼ା: ଆଜି ସ୍ବାଧୀନତା ସଂଗ୍ରାମୀ, ସମୃଦ୍ଧ ଓଡ଼ିଶାର ନିର୍ମାତା,ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ମହାସିଙ୍ଗି ସ୍ଥିତ ବିଜୁ ଜନତା ଦଳର କାର୍ଯ୍ୟାଳୟ ପରିସରରେ ବିଜୁ ବାବୁଙ୍କ
Read More...

ଓଡିଶାରେ ଅମିତ ଶାହ

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଆସି ପହଞ୍ଚିଛନ୍ତି। ଶାହା ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପା ସଭାପତି
Read More...

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ଵର ହୋତା

ଭୁବନେଶ୍ଵର: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଏବଂ ଦତ୍ତେଶ୍ଵର ହୋତା। ବିଜେଡି ପ୍ରାର୍ଥୀ ଭାବେ ସଂତୃପ୍ତ ମିଶ୍ର ୨ ସେଟ୍ ରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି କମନ୍ କ୍ୟାଣ୍ଡିଡେଟ୍ ଭାବେ ଡାକ୍ତର ଦତ୍ତେଶ୍ଵର ହୋତା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ରିଟର୍ଣ୍ଣି
Read More...

ଆଜି ଭାରତ-ଇଂଲଣ୍ଡ ସେମି ଟକ୍କର, ଏମିତି ହେବ ଟିମ୍ ଇଣ୍ଡିଆର ପ୍ଲେଇଙ୍ଗ୍-11

ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲ ମାର୍ଚ୍ଚ ୫ରେ ଖେଳାଯିବ। ଏହି କର ବା ମର ମ୍ୟାଚରେ ଉଭୟ ଦଳ ବିଜୟ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ। ସେମିଫାଇନାଲର ବିଜେତା ଫାଇନାଲରେ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ, ଯେତେବେଳେ ପରାଜିତ ଦଳ
Read More...

ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର, ଖାଇଗଲେ…

ଭୁବନେଶ୍ୱର: ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର । ହୋଲି ଖେଳିବା ସହ ଆମିଷର ମଜା ଉଠାଇଛନ୍ତି ଭୁବନେଶ୍ବରବାସୀ । ରାଜଧାନୀରେ କୋଟି କୋଟି ଟଙ୍କାର ଆମିଷ ବିକ୍ରି ହୋଇଛି। ୮ କୋଟିର ଆମିଷ ବିକ୍ରି ହୋଇଥିବାରୁ ବ୍ୟବସାୟୀ ଖୁସି ପ୍ରକାଶ କରିଛନ୍ତି। ମିଳିଥିବା ସୂଚନାନୁସାରେ, ହୋଲିରେ
Read More...

ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ତାଙ୍କର ହୃଦ୍‌ରୋଗ ସମସ୍ୟା ଥିବାରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର  ଆଞ୍ଜିଓଗ୍ରାଫି କରିଥିବାବେଳେ ଅନ୍ୟ ଚିକିତ୍ସା ବି କରିଥିଲେ। ତେବେ ଡାକ୍ତରଙ୍କ ପରାମର୍ଶ କ୍ରମେ
Read More...

ଭାରତକୁ ବିଶ୍ୱର ‘ଜ୍ଞାନ ସେତୁ’ ଭାବେ ଗଢ଼ିବା- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀରେ ଆୟୋଜିତ 'ଷ୍ଟଡି ଇନ୍ ଇଣ୍ଡିଆ' ଏଡୁ-ଡିପ୍ଲୋମାଟିକ କନକ୍ଲେଭ (Study in India Edu-Diplomatic Conclave 2026) ରେ ବିଶ୍ୱର ୫୦ରୁ ଅଧିକ ଦେଶର ରାଷ୍ଟ୍ରଦୂତ, ହାଇକମିଶନର ଏବଂ କୂଟନୀତିଜ୍ଞ ମାନଙ୍କୁ
Read More...