Yearly Archives

2026

ବିଜେପିରେ ମିଶିଲେ ‘ଏଏପି’ର ୩ ବିଦ୍ରୋହୀ ବିଧାୟକ

ନୂଆଦିଲ୍ଲୀ,୨।୧୧: ପଞ୍ଜାବରେ ୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ, ଶାସକ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟରେ ଆଭ୍ୟନ୍ତରୀଣ କନ୍ଦଳ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ, ଆଜି ସୋମବାର (ନଭେମ୍ବର ୨) ଦିନ ଦିଲ୍ଲୀସ୍ଥିତ ଭାରତୀୟ ଜନତା ପାର୍ଟି (ବିଜେପି) ମୁଖ୍ୟାଳୟରେ ‘ଏଏପି’ର ୩ ବିଦ୍ରୋହୀ…
Read More...

ଅନୌପଚାରିକ ଟେଷ୍ଟ: ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ଏ ଆଗୁଆ; ମୁକେଶଙ୍କୁ ପାଞ୍ଚ ୱିକେଟ୍

ନୂଆଦିଲ୍ଲୀ- ଭାରତ ଏ ଏବଂ ନ୍ୟୁଜିଲ୍ୟାଣ୍ଡ ଏ ମଧ୍ୟରେ ଦ୍ୱିତୀୟ ଅଣଆନୁଷ୍ଠାନିକ ଟେଷ୍ଟ ମ୍ୟାଚ୍ ହାଗଲି ଓଭାଲରେ ଖେଳାଯାଉଛି। ଟେଷ୍ଟର ତୃତୀୟ ଦିନରେ, ନ୍ୟୁଜିଲ୍ୟାଣ୍ଡ ସେମାନଙ୍କର ପ୍ରଥମ ଇନିଂସରେ 424 ରନରେ ଅଲଆଉଟ୍ ହୋଇଯାଇଥିଲା। ନ୍ୟୁଜିଲ୍ୟାଣ୍ଡ ଏ ସେମାନଙ୍କର ପ୍ରଥମ ଇନିଂସ ଆଧାରରେ 78…
Read More...

ସ୍ଥଳ ଭାଗ ଆଡକୁ ମାଡି ଆସୁଛି ‘ମୁରାସୁ’ , ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର- ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ମୁରାସୁ’ ସମୟ କ୍ରମରେ ଅଧିକ ସକ୍ରିୟ ହୋଇଛି। ସୋମବାର ପୂର୍ବାହ୍‌ଣରେ ଏହା ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଆନ୍ଧ୍ରପ୍ରଦେଶର ନେଲୋର ଏବଂ ନରସାପୁର ମଧ୍ୟରେ ଓଙ୍ଗୋଲ ନିକଟରେ…
Read More...

ଶେଷରେ ଆତ୍ମସମର୍ପଣ କଲେ ବିଦ୍ୟାଭାରତୀ

ପାରଳାଖେମୁଣ୍ଡି:ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶେଷରେ ଆତ୍ମସମର୍ପଣ କରିଛନ୍ତି ସ୍ତ୍ରୀ ତଥା ମାମଲାର ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା। ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟରେ ବିଦ୍ୟାଭାରତୀ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଖାରଜ ପରେ ସେ…
Read More...

ରାଷ୍ଟ୍ରୀୟ ଏକତା ଦିବସ ପାଳିତ; ସାମୂହିକ ‘ରନ୍‌ ଫର୍‌ ୟୁନିଟି’ ଓ ଏକତା ସଂକଳ୍ପ ପାଠ

ବୌଦ୍ଧ, ୩୧/୧୦(ହୀ.ପ୍ର): - ଲୌହପୁରୁଷ, ଭାରତରତ୍ନ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ଆଜି ବୌଦ୍ଧ ଜିଲ୍ଲାରେ ରାଷ୍ଟ୍ରୀୟ ଏକତା ଦିବସ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି । ଏହି ଅବସରରେ ସାମୂହିକ ‘ରନ୍‌ ଫର୍‌ ୟୁନିଟି’ ଶୋଭାଯାତ୍ରା, ସ୍ମୃତିଚାରଣ ସଭା ଓ ଏକତା…
Read More...

କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବେ ବୈଭବ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ମାତ୍ର ୧୫ ବର୍ଷ ବୟସରେ ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ଚର୍ଚ୍ଚାରେ ଥିବା ଏହି ଯୁବ ଖେଳାଳି ଏବେ ଚୁପଚାପ ନିଜ ବୋଲିଂ…
Read More...

୨୦୨୭ ବର୍ଷ ପାଇଁ ସରକାରୀ ଛୁଟି ତାଲିକା ପ୍ରକାଶ

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି ତାଲିକା ପ୍ରକାଶ ପାଇଛି। ରାଜସ୍ବ ବିଭାଗ ପକ୍ଷରୁ ଜାରି ତାଲିକା ଅନୁଯାୟୀ, ବର୍ଷକ ମଧ୍ୟରେ ୬ଟି ସ୍ବତନ୍ତ୍ର ଦିନରେ ଛୁଟି ବାଦ୍‌ ଦେଇ ମୋଟ ୨୯ଟି ସରକାରୀ ଛୁଟି ଦିବସ ରହିଛି। ଏହି ୬ଟି ସ୍ବତନ୍ତ୍ର ଦିବସ ଭିତରୁ…
Read More...

ପୁଣି ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର: ପୁଣି ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଦେଖାଯାଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଉପରେ କେନ୍ଦ୍ରୀଭୂତ ଆଉଏକ ଲଘୁଚାପ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଏହାପରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର…
Read More...

ବନ୍ୟା ସ୍ଥିତି ସଙ୍କଟଜନକ, ପାଣି ଘେରରେ ଗଞ୍ଜାମ ଜିଲାରେ ୪୩ ହଜାରରୁ ଅଧିକ ଲୋକ

ଭୁବନେଶ୍ୱର,୩୦ା୧୦: ରାଜ୍ୟରେ ବନ୍ୟା ସ୍ଥିତି ସଙ୍କଟଜନକ ରୂପ ନେଇଛି। ବିଶେଷ କରି ମାଲକାନଗିରି ତୁଳନାରେ ଏଥର ଗଞ୍ଜାମ ଓ ଗଜପତି ଜିଲା ବନ୍ୟା ଦ୍ୱାରା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି। ଗଞ୍ଜାମ ଜିଲାରେ ୪୩ ହଜାରରୁ ଅଧିକ ଲୋକ ବନ୍ୟାଜଳ ଘେରରେ ଫସି ରହିଥିବା ବେଳେ ସ୍ଥିତି ଅତ୍ୟନ୍ତ ଜଟିଳ…
Read More...

ଈଶାନ ଫେରିଲେ : ଭୁବି, ବୈଭବ ଆଉଟ୍

ନୂଆଦିଲ୍ଲୀ: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଟି-୨୦ ମ୍ୟାଚରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବାଦ ଦିଆଯାଇଛି ଏବଂ ତାଙ୍କ ସ୍ଥାନରେ ଈଶାନ କିଶନଙ୍କୁ ସାମିଲ କରାଯାଇଛି। ଏହା ବ୍ୟତୀତ, ଭୁବନେଶ୍ୱର କୁମାରଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ତାଙ୍କ ସ୍ଥାନରେ ମୟଙ୍କ ଯାଦବ ଖେଳିବେ। ତୃତୀୟ ଟି-୨୦…
Read More...