ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ସଡକ ସୁରକ୍ଷା ଯୋଜନା ସମ୍ମାନ’
ଭୁବନେଶ୍ୱର: ରାଜ୍ୟର ସଡକ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଆଜି ଏକ ଐତିହାସିକ ଦିନ। ସାରା ରାଜ୍ୟରେ ଏବେ ଜାତୀୟ ସଡକ ସୁରକ୍ଷା ମାସ ପାଳିତ ହେଉଥିବା ବେଳେ, ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସଡକ ସୁରକ୍ଷା ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ଆରମ୍ଭ କରିଛନ୍ତି। ଏହା ସହିତ ରାଜ୍ୟ!-->…
Read More...
Read More...