Monthly Archives

January 2026

ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ, ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର : ଦେବ୍ରିଗଡ଼କୁ ଆସିବେ ୨ ନୂଆ ବାଘ । ନ୍ୟାସନାଲ ଟାଇଗର କନଜରଭେସନ ସହ ଆମେ ଯୋଗାଯୋଗରେ ଅଛୁ । ଭବିଷ୍ୟତରେ ବାଘ ଆଣିବା ନେଇ ଯୋଜନା ରହିଛି ବୋଲି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭବିଷ୍ୟତରେ
Read More...

ଟେଷ୍ଟ ପରାଜୟରୁ ବର୍ତ୍ତିବା ପାଇଁ ବିସିସିଆଇକୁ ଗିଲ୍ ଦେଲେ ବିଶେଷ ପରାମର୍ଶ

ନୂଆଦିଲ୍ଲୀ: ଗୌତମ ଗମ୍ଭୀର ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ହେବା ପରଠାରୁ, ଟିମ୍ ଇଣ୍ଡିଆ ଟେଷ୍ଟ ସିରିଜରେ ଦୁଇଟି କ୍ଲିନ୍ ସୁଇପ୍ ହୋଇଛି । 2024 ଶେଷ ଭାଗରେ ନ୍ୟୁଜିଲାଣ୍ଡ ସେମାନଙ୍କୁ 3-0 ଏବଂ 2025 ଶେଷ ଭାଗରେ ଦକ୍ଷିଣ ଆଫ୍ରିକା ସେମାନଙ୍କୁ 2-0 ରେ ପରାସ୍ତ କରିଥିଲା।ଏପରି
Read More...

ଆସାମରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ : ଆସାମରେ ଭୂକମ୍ପ ଝଟ୍‌କା। ଭୂମିକମ୍ପର କେନ୍ଦ୍ରସ୍ଥଳ ଆସାମର ମୋରିଗାଓଁ ଜିଲାରେ ଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୧ ରେକର୍ଡ କରାଯାଇଛି। ଆଜି ସକାଳେ ଆସାମ ଏବଂ ଅନ୍ୟାନ୍ୟ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ଯାହା ଫଳରେ ଲୋକମାନେ
Read More...

ରିକି ପଣ୍ଟିଂଙ୍କ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍ , ଏବେ ଟାର୍ଗେଟରେ ସଚିନଙ୍କ ରେକର୍ଡ

ନୂଆଦିଲ୍ଲୀ। ସିଡନୀର ଏସସିଜିରେ ଖେଳାଯାଉଥିବା ପଞ୍ଚମ ତଥା ଆସେସ୍ ଟେଷ୍ଟରେ ଇଂଲଣ୍ଡ ପ୍ରଥମ ଇନିଂସରେ ଭଲ ଆରମ୍ଭ କରିଥିଲେ ମଧ୍ୟ ବଡ ସ୍କୋର କରିବାକୁ ସକ୍ଷମ ହୋଇପାରିନଥିଲା । ଦଳ ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କ ଚମତ୍କାର ଶତକ ସତ୍ତ୍ବେ 384ରନରେ ସୀମିତ ହୋଇଯାଇଛି । ଏକଦା ଦଳ 6
Read More...

ରାଜ୍ୟରେ ପୁଣି ଶୀତ ବଢ଼ିବ

ଭୁବନେଶ୍ୱର: ରାଜ୍ୟରେ ପୁଣି ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି । ସୋମବାର ଫୁଲବାଣୀ, ବୌଦ୍ଧ, ଅନୁଗୁଳ, ସୋନପୁର, ବଲାଙ୍ଗୀର, ଟିଟିଲାଗଡ଼, ନୂଆପଡ଼ା,
Read More...

ସମ୍ବଲପୁର ବିଜେପି ସଭାପତି ହେଲେ ରାମଚନ୍ଦ୍ର ମେହେର

ଭୁବନେଶ୍ୱର: ରାମଚନ୍ଦ୍ର ମେହେର ସମ୍ବଲପୁର ଜିଲ୍ଲା ବିଜେପି ସଭାପତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ରାମଚନ୍ଦ୍ର ମେହେରଙ୍କୁ ସମ୍ବଲପୁର ଜିଲା ବିଜେପି ସଭାପତି ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଏନେଇ ଦଳ ପକ୍ଷରୁ ପ୍ରେସ ଇସ୍ତାହାର ଜରିଆରେ ସୂଚନା ଦିଆଯାଇଛି।
Read More...

ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ନ୍ୟୁଜିଲାଣ୍ଡ ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟର ଦଳକୁ ଫେରିଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଜସପ୍ରିତ ବୁମରାହ ନାଁ ଲିଷ୍ଟରେ ନାହିଁ। ଉଭୟଙ୍କୁ ଦଳରେ
Read More...

ତୀର୍ଥରାଜ ମହୋଦଧି ଆରତୀର ବିଂଶତମ ବାର୍ଷିକ ଉତ୍ସବ

ପୁରୀ- ଆଜି ତୀର୍ଥରାଜ ମହୋଦଧିଙ୍କ ସନ୍ଧ୍ୟା ଆରତୀର ୨୦ ତମ ବାର୍ଷିକ ଉତ୍ସବ ପୁରୀ ସ୍ବର୍ଗଦ୍ବାର ବେଳାଭୂମି ଠାରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଛି । ପୌଷପୂର୍ଣ୍ଣିମା ଅବସରରେ ମହୋଦଧି ଆଳତୀର ୨୦ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହୋଇଥିବା ବେଳେ ପୁରୀ ସ୍ୱର୍ଗଦ୍ୱାର ସମ୍ମୁଖ
Read More...

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ,୧୫୧ଟି ଅଧିକ ପଦବୀ ପୂରଣ ପାଇଁ ଓପିଏସସିକୁ ଅନୁରୋଧ

ଭୁବନେଶ୍ୱର:ନିକଟରେ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ଓଡିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା। ହେଲେ ଏଥିରେ ଓଏଏସ୍, ଓଆର୍‌ଏସ୍ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର ପ୍ରକାଶିତ
Read More...

ଏନକାଉଣ୍ଟରରେ ୧୪ ମାଓବାଦୀ ସଫା

ମାଲକାନଗିରି: ଛତିଶଗଡ କୋଣ୍ଟା କିସ୍ତରାମ ଜଙ୍ଗଲରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏନକାଉଣ୍ଟରରେ ୧୪ଜଣ ମାଓବାଦୀ ଟଳି ପଡିଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ଏକେ-୪୭ ଓ ଇନସାସ୍‌ ବନ୍ଧୁକ ଜବତ କରିଛନ୍ତି ସୁରକ୍ଷା କର୍ମୀ । ଜଙ୍ଗଲରେ ଏବେ ସର୍ଚ୍ଚ ଅପରେସନ ଜାରି ରହିଛି
Read More...