ଚାଲିପାରୁନି ଗୃହ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
ଭୁବନେଶ୍ଵର : ଆଜି ବିଧାନସଭା ବଜେଟ୍ ଅଧିବେଶନର ଷଷ୍ଠ ଦିନ। ଆଜି ପ୍ରଶ୍ନତ୍ତୋର କାଳ ଆରମ୍ଭ ରୁ ବିରୋଧୀମାନେ ହୋହାଲ୍ଲା ଏବଂ ନାରାବାଜି କରିଥିଲେ। ବିଜେଡି ସଦସ୍ୟମାନେ ଗୃହରେ ଚାଷୀ ପ୍ରସଙ୍ଗ ଉଠାଇଥିବାବେଳେ କଂଗ୍ରେସ ଏପଷ୍ଟିନ୍ ଫାଇଲ୍ ଘଟଣା ଉଠାଇଥିଲା। ମାତ୍ର ୬ ମିନିଟ୍ ପ୍ରଶ୍ନୋତ୍ତର!-->…
Read More...
Read More...