ଏପ୍ରିଲ ୨୨ରେ କେଦାରନାଥ, ୨୩ରେ ଖୋଲିବ ବଦ୍ରିନାଥ ମନ୍ଦିର
ଡେରାଡୁନ: ଆସନ୍ତା ଏପ୍ରିଲ ୨୨ରେ ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲାରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ କେଦାରନାଥ ମନ୍ଦିର ଏବଂ ଏପ୍ରିଲ ୨୩ରେ ବଦ୍ରିନାଥ ମନ୍ଦିର ଭକ୍ତଙ୍କ ପାଇଁ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ରବିବାର ଘୋଷଣା କରିଛନ୍ତି। ଅପରପକ୍ଷରେ ଏପ୍ରିଲ ୧୯ରେ!-->…
Read More...
Read More...