Monthly Archives

February 2026

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି ଚୂଡ଼ାନ୍ତ ତାଲିକାରେ ସମ୍ପୃକ୍ତ ଶିକ୍ଷକଙ୍କ ନାମ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ସୂଚନା ଦେଇ
Read More...

ଭାରତକୁ ବଡ଼ ଝଟକା, ଅଭିଷେକ ଶର୍ମା ହସ୍ପିଟାଲରେ ଭର୍ତ୍ତି; ବୁମରାହ ଓ ସୁନ୍ଦରଙ୍କ ନେଇ ଆସିଲା ବଡ ଅପଡେଟ୍

ନୂଆଦିଲ୍ଲୀ। ନାମିବିଆ ବିପକ୍ଷ ଟି୨୦ ବିଶ୍ୱକପ୍ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳକୁ ଏକ ବଡ଼ ଝଟକା ଲାଗିଛି। ଭାରତୀୟ ଓପନର ଅଭିଷେକ ଶର୍ମା ଅସୁସ୍ଥ ହୋଇପଡ଼ିଛନ୍ତି ଏବଂ ତାଙ୍କୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଭାରତୀୟ ଦଳର ପରବର୍ତ୍ତୀ ମ୍ୟାଚ୍ ଗୁରୁବାର ଅରୁଣ ଜେଟଲି
Read More...

ଜାତୀୟ ଗୀତ ‘ବନ୍ଦେ ମାତରମ୍’ ନେଇ ନୂଆ ବିଜ୍ଞପ୍ତି, ଏଣିକି…

ନୂଆଦିଲ୍ଲୀ : ଜନ ଗଣ ମନ ପୂର୍ବରୁ ବନ୍ଦେ ମାତରମ୍ । ଜାତୀୟ ସଙ୍ଗୀତ ଜନ ଗଣ ମନ ପୂର୍ବରୁ ବାଧ୍ୟତାମୂଳକ ବନ୍ଦେ ମାତରମ୍ । କେନ୍ଦ୍ର ସରକାରଙ୍କ ଜାତୀୟ ଗୀତ ‘ବନ୍ଦେ ମାତରମ୍’ ନିର୍ଦ୍ଦେଶାବଳୀ । ଭାରତର ଜାତୀୟ ଗୀତ ‘ବନ୍ଦେ ମାତରମ୍’ ନେଇ ନୂଆ ବିଜ୍ଞପ୍ତି । କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ
Read More...

 ଭିଜିଲାନ୍ସ ଜାଲରେ ଅନୁଗୁଳ ସିଡିଏମଓ ଅଫିସର ଜୁନିଅର ଆସିଷ୍ଟାଣ୍ଟ 

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଜୁନିଅର ଆସିଷ୍ଟାଣ୍ଟ । ଭିଜିଲାନ୍ସ ଜାଲରେ ଅନୁଗୁଳ ସିଡିଏମଓ ଅଫିସର ଜୁନିଅର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରା। ଏକାସାଙ୍ଗେ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚାଲିଥିଲା ଚଢାଉ ।ଖବର ଅନୁଯାୟୀ, ୨ କୋଟି ୩୮ ଲକ୍ଷ ଟଙ୍କାର ସରକାରୀ ଅର୍ଥ ହେରଫେର
Read More...

ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ନୂଆଦିଲ୍ଲୀ: ଭାରତୀୟ ଜାତୀୟ କଂଗ୍ରେସ ଲୋକସଭା ବାଚସ୍ପତିଙ୍କ ବିରୋଧରେ ମୋର୍ଚ୍ଚା ଖୋଲି ଦେଇଛି । ମଙ୍ଗଳବାର ଲୋକସଭାରେ ଦଳ ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି । ଏନେଇ ଗୃହର ମହାସଚିବଙ୍କୁ ଦଳ ନୋଟିସ୍ ପ୍ରଦାନ କରିଛି । ଲୋକସଭାରେ ଏବେ ବଜେଟ୍ ନେଇ ଆଲୋଚନା
Read More...

କ୍ରିକେଟର ବିଜୟ… ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଆଇସିସିକୁ ପ୍ରଶଂସା କଲେ ରାଜୀବ ଶୁକ୍ଳା

ନୂଆଦିଲ୍ଲୀ: 15 ଫେବୃଆରୀରେ କଲମ୍ବୋରେ ଭାରତ ସହିତ T20 ବିଶ୍ୱକପ୍ ଖେଳିବାକୁ ରାଜି ହୋଇଛି ପାକିସ୍ତାନ , କିନ୍ତୁ ଆଜି ଆନୁଷ୍ଠାନିକ ଘୋଷଣା କରାଯିବ। ଏହି ସମୟରେ, ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI) ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।ସେ ICCର
Read More...

୨୫୦ଟି ନୂଆ ଆମ୍ବୁଲାନ୍ସକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଆମ୍ବୁଲାନ୍‌ସ ସେବାର ଦକ୍ଷତା ଆଣି କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କଳିଙ୍ଗ ଷ୍ଟାଡିୟମ ଠାରେ ଦ୍ବିତୀୟ ପର୍ଯ୍ୟାୟରେ ୨୫୦ଟି ନୂଆ ଆମ୍ବୁଲାନସର ଶୁଭାରମ୍ଭ କରିଛନ୍ତି। ରାଜ୍ୟବାସୀଙ୍କୁ ଜରୁରୀକାଳୀନ ଚିକିତ୍ସା ସୁବିଧା
Read More...

ହୃଦୟ ବିଦାରକ; ବନ୍ଦ ଘରୁ ମିଳିଲା ୫ ମୃତଦେହ

ନୂଆଦିଲ୍ଲୀ; ଉତ୍ତର ପ୍ରଦେଶର ମଥୁରାରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଗୋଟିଏ ପରିବାରର ୫ଜଣ ସଦସ୍ୟ ବିଷ ପିଇ ଦେଇଥିବା ଜଣାପଡ଼ିଛି । ସ୍ୱାମୀ, ସ୍ତ୍ରୀ ଏବଂ ସେମାନଙ୍କର ୩ ପିଲା କ୍ଷୀରରେ ବିଷ ମିଶାଇ ପିଇ ଦେଇଥିବା ସନ୍ଦେହ କରାଯାଉଛି । ସକାଳେ ସେମାନେ ନ ଉଠିବାରୁ ପଡ଼ୋଶୀମାନେ
Read More...

ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ : ଫାଇନାଲରେ ସମ୍ବଲପୁର ବନାମ ଫୁଲବାଣୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ- ୨୦୨୬ ର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ ଯୁନାଇଟେଡ଼ ସ୍ପୋର୍ଟ୍ସ କ୍ଲବ ବରଗଡ଼ ସହ ଜେ.ଡି. କ୍ଲବ-ଫୁଲବାଣୀ ର
Read More...

ବିଏସ୍ଏଫ୍ ୧୩୬ ବିଟାଲିୟନ୍ ଦ୍ବାରା ଜନସମ୍ପର୍କ ଶିବିର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ସାଡ଼ିଙ୍ଗିଆଠାରେ ଅବସ୍ଥାପିତ ବିଏସ୍ଏଫ୍ ୧୩୬ ବାଟାଲିୟନ୍ ଦ୍ବାରା ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । କମାଣ୍ଡାଣ୍ଟ୍ ମାନସ ରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଦ୍ବିତୀୟ କମାଣ୍ଡାଣ୍ଟ୍ ନିର୍ମଳ ଚନ୍ଦ୍ର ଦାସ,
Read More...