ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ବର: ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଶ୍ରୀଲଙ୍କା ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ!-->…
Read More...
Read More...