ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ଭାରତୀୟ ପାଣିପାଗ ବିଭାଗ ସୋମବାର ୧୩ଟି ଜିଲ୍ଲା ପାଇଁ ନାଉକାଷ୍ଟ ବର୍ଷା ସତର୍କତା ଜାରି କରିଛି। ଆସନ୍ତା ୩ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
!-->!-->…
Read More...
Read More...