Monthly Archives

October 2026

ରାଷ୍ଟ୍ରୀୟ ଏକତା ଦିବସ ପାଳିତ; ସାମୂହିକ ‘ରନ୍‌ ଫର୍‌ ୟୁନିଟି’ ଓ ଏକତା ସଂକଳ୍ପ ପାଠ

ବୌଦ୍ଧ, ୩୧/୧୦(ହୀ.ପ୍ର): - ଲୌହପୁରୁଷ, ଭାରତରତ୍ନ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ଆଜି ବୌଦ୍ଧ ଜିଲ୍ଲାରେ ରାଷ୍ଟ୍ରୀୟ ଏକତା ଦିବସ ଶ୍ରଦ୍ଧା ଓ ଉତ୍ସାହର ସହ ପାଳିତ ହୋଇଯାଇଛି । ଏହି ଅବସରରେ ସାମୂହିକ ‘ରନ୍‌ ଫର୍‌ ୟୁନିଟି’ ଶୋଭାଯାତ୍ରା, ସ୍ମୃତିଚାରଣ ସଭା ଓ ଏକତା…
Read More...

କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବେ ବୈଭବ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ କେବଳ ବ୍ୟାଟିଂ ନୁହେଁ, ବୋଲିଂରେ ମଧ୍ୟ ନିଜ ଦକ୍ଷତା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ମାତ୍ର ୧୫ ବର୍ଷ ବୟସରେ ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ଚର୍ଚ୍ଚାରେ ଥିବା ଏହି ଯୁବ ଖେଳାଳି ଏବେ ଚୁପଚାପ ନିଜ ବୋଲିଂ…
Read More...

୨୦୨୭ ବର୍ଷ ପାଇଁ ସରକାରୀ ଛୁଟି ତାଲିକା ପ୍ରକାଶ

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି ତାଲିକା ପ୍ରକାଶ ପାଇଛି। ରାଜସ୍ବ ବିଭାଗ ପକ୍ଷରୁ ଜାରି ତାଲିକା ଅନୁଯାୟୀ, ବର୍ଷକ ମଧ୍ୟରେ ୬ଟି ସ୍ବତନ୍ତ୍ର ଦିନରେ ଛୁଟି ବାଦ୍‌ ଦେଇ ମୋଟ ୨୯ଟି ସରକାରୀ ଛୁଟି ଦିବସ ରହିଛି। ଏହି ୬ଟି ସ୍ବତନ୍ତ୍ର ଦିବସ ଭିତରୁ…
Read More...

ପୁଣି ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର: ପୁଣି ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଦେଖାଯାଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଉପରେ କେନ୍ଦ୍ରୀଭୂତ ଆଉଏକ ଲଘୁଚାପ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଏହାପରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର…
Read More...

ବନ୍ୟା ସ୍ଥିତି ସଙ୍କଟଜନକ, ପାଣି ଘେରରେ ଗଞ୍ଜାମ ଜିଲାରେ ୪୩ ହଜାରରୁ ଅଧିକ ଲୋକ

ଭୁବନେଶ୍ୱର,୩୦ା୧୦: ରାଜ୍ୟରେ ବନ୍ୟା ସ୍ଥିତି ସଙ୍କଟଜନକ ରୂପ ନେଇଛି। ବିଶେଷ କରି ମାଲକାନଗିରି ତୁଳନାରେ ଏଥର ଗଞ୍ଜାମ ଓ ଗଜପତି ଜିଲା ବନ୍ୟା ଦ୍ୱାରା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି। ଗଞ୍ଜାମ ଜିଲାରେ ୪୩ ହଜାରରୁ ଅଧିକ ଲୋକ ବନ୍ୟାଜଳ ଘେରରେ ଫସି ରହିଥିବା ବେଳେ ସ୍ଥିତି ଅତ୍ୟନ୍ତ ଜଟିଳ…
Read More...

ଈଶାନ ଫେରିଲେ : ଭୁବି, ବୈଭବ ଆଉଟ୍

ନୂଆଦିଲ୍ଲୀ: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଚତୁର୍ଥ ଟି-୨୦ ମ୍ୟାଚରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବାଦ ଦିଆଯାଇଛି ଏବଂ ତାଙ୍କ ସ୍ଥାନରେ ଈଶାନ କିଶନଙ୍କୁ ସାମିଲ କରାଯାଇଛି। ଏହା ବ୍ୟତୀତ, ଭୁବନେଶ୍ୱର କୁମାରଙ୍କୁ ବିଶ୍ରାମ ଦିଆଯାଇଥିବା ବେଳେ ତାଙ୍କ ସ୍ଥାନରେ ମୟଙ୍କ ଯାଦବ ଖେଳିବେ। ତୃତୀୟ ଟି-୨୦…
Read More...

ଚାଷୀଙ୍କ ଖାତାକୁ ଗଲା ପିଏମ-କିଷାନ ଟଙ୍କା

ନୂଆଦିଲ୍ଲୀ: ଦେଶର ଅନ୍ନଦାତାଙ୍କ ଆର୍ଥିକ ସଶକ୍ତୀକରଣ ଦିଗରେ ଆଉ ଗୋଟିଏ ବଡ଼ ପଦକ୍ଷେପ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (ପିଏମ-କିଷାନ) ଯୋଜନାର ୨୪ ତମ କିସ୍ତି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଗୁଜରାଟର ବନାସକାଣ୍ଠା ଜିଲାରେ…
Read More...

ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଅମିତ ଶାହ, ‘ଅର୍ଣ୍ଣବ’କୁ ନେଇ ହେଲା ଆଲୋଚନା

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ କଥା ହେଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ବାତ୍ୟା 'ଅର୍ଣ୍ଣବ'କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶା ସହ ଆନ୍ଧ୍ର, ପୁଡୁଚେରୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ବି କଥା ହୋଇଛନ୍ତି । ବାତ୍ୟା ମୁକାବିଲା ପାଇଁ…
Read More...

ଭିଜିଲାନ୍ସ ପଞ୍ଝାରେ ଡେପୁଟି ଫରେଷ୍ଟ ରେଞ୍ଜର

କଟକ, ୨୯/୧୦ : ଲକ୍ଷେ ଟଙ୍କା ଲାଞ୍ଚ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ । ଲାଞ୍ଚ ନେଇ ଧରା ପଡ଼ିଲେ କଟକ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା । ଜୁଲାଇରୁ ସେପ୍ଟେମ୍ଵର ମାସ ମଧ୍ୟରେ ବୃକ୍ଷରୋପଣ ସମ୍ପର୍କିତ ବିଲ୍ ପାସ୍ କରିବାକୁ ଜଣେ ଷ୍ଟାଫଙ୍କ ଠାରୁ ସେ ଲକ୍ଷେ ଟଙ୍କା…
Read More...

ଆଇପିଏଲକୁ ନେଇ ହାର୍ଦ୍ଦିକଙ୍କ ବିଷୟରେ ବଡ କଥା କହିଲେ ଅଶ୍ବିନ

ନୂଆଦିଲ୍ଲୀ- IPL ଟ୍ରେଣ୍ଡ ୱିଣ୍ଡୋରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆଲୋଚନା ଜୋର ଧରିଛି। ଅନୁମାନ କରାଯାଉଛି ଯେ ବର୍ତ୍ତମାନର ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ଫ୍ରାଞ୍ଚାଇଜି ଛାଡିପାରନ୍ତି। ରିପୋର୍ଟ ଅନୁସାରେ ପାଞ୍ଚରୁ ଛଅଟି ଦଳ ତାଙ୍କୁ ଚୁକ୍ତି କରିବାକୁ ଚେଷ୍ଟା କରୁଛନ୍ତି।…
Read More...