ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ଓଡିଶାରେ କ’ଣ ରହିବ ପ୍ରଭାବ ଜାଣନ୍ତୁ
ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟାରେ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ହେବା ସମ୍ଭାବନା। ଓଡ଼ିଶାରେ ଏହାର ପ୍ରଭାବ କ’ଣ ରହିବ ସ୍ପଷ୍ଟ ସୂଚନା ନାହିଁ ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର!-->…
Read More...
Read More...