ଶ୍ରୀଜୀଉଙ୍କୁ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ପୁରୀ- ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆର୍ଶୀବାଦ ନେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଧର୍ମେନ୍ଦ୍ର ପ୍ରଧାନ ଅରୁଣସ୍ତମ୍ବକୁ ମୁଣ୍ଡିଆ ମାରି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ପ୍ରାୟ 25 ମିନିଟ ଶ୍ରୀଯୁକ୍ତ ପ୍ରଧାନ!-->…
Read More...
Read More...