ଆକ୍ସନ୍ ମୋଡ୍ରେ ଉଚ୍ଚଶିକ୍ଷା ବିଭାଗ, ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ଆକ୍ସନ୍ ମୋଡ୍ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ।
ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା ବିଭାଗର!-->!-->!-->…
Read More...
Read More...