ବିଶିଷ୍ଟ ସାହିତ୍ୟିକ ଗିରି ଦଣ୍ଡସେନାଙ୍କ ପରଲୋକ
ସୁନ୍ଦରଗଡ଼: ଓଡ଼ିଆ ସାହିତ୍ୟ ଓ ଇତିହାସ ଗବେଷଣା ଜଗତ ପାଇଁ ଆସିଛି ଏକ ଦୁଃଖଦ ଖବର। ବିଶିଷ୍ଟ ସାହିତ୍ୟିକ, ଐତିହାସିକ ଗବେଷକ ତଥା ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କର ପରଲୋକ ଘଟିଛି। ଆଜି ସକାଳ ପ୍ରାୟ ୮ଟା ସମୟରେ ବୁର୍ଲାର ଏକ ଘରୋଇ ଡାକ୍ତରଖାନାରେ!-->…
Read More...
Read More...