ଚାଷୀଙ୍କ ଖାତାକୁ ଗଲା ପିଏମ-କିଷାନ ଟଙ୍କା
ନୂଆଦିଲ୍ଲୀ: ଦେଶର ଅନ୍ନଦାତାଙ୍କ ଆର୍ଥିକ ସଶକ୍ତୀକରଣ ଦିଗରେ ଆଉ ଗୋଟିଏ ବଡ଼ ପଦକ୍ଷେପ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (ପିଏମ-କିଷାନ) ଯୋଜନାର ୨୪ ତମ କିସ୍ତି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଗୁଜରାଟର ବନାସକାଣ୍ଠା ଜିଲାରେ!-->…
Read More...
Read More...