ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଛି ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା
ଭୁବନେଶ୍ୱର: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ ଲିଖିତ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଭକ୍ତମାନେ ୩ କେଜି ୪୪୧ ଗ୍ରାମ ମିଶ୍ରିତ ସୁନା ଦାନ କରିଛନ୍ତି। ୩୩ କେଜି ୬୪୮!-->…
Read More...
Read More...