ଦକ୍ଷିଣ ଓଡ଼ିଶାରେ ଫ୍ଲାସ୍ ଫ୍ଲଡ୍ ହୋଇପାରେ
ଭୁବନେଶ୍ଵର: ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ଓଡ଼ିଶା ଅତିକ୍ରମ କରି ଛତିଶଗଡ଼ ମୁହାଁ ହେବ । ଦକ୍ଷିଣ ଓଡ଼ିଶାରେ ଫ୍ଲାସ୍ ଫ୍ଲଡ୍ ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ଅତିପ୍ରବଳ ବର୍ଷା ହେବାର ସୂଚନା ରହିଛି । ୬୦ରୁ ୭୦ କିମି ବେଗରେ ପବନ ବହିବାର!-->…
Read More...
Read More...