ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ, ଜାଣନ୍ତୁ କେବେଠୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର: ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍ ୩୦ ଯାଏ ଛାତ୍ରୀଛାତ୍ର ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ। ଜୁଲାଇ ୮ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ପ୍ରଥମ ପଯ୍ୟାୟରେ ଚୟନ ଛାତ୍ରୀଛାତ୍ର ଜୁଲାଇ ୯ରୁ ୧୫ ମଧ୍ୟରେ!-->…
Read More...
Read More...