୧୧ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି
ଭୁବନେଶ୍ଵର, ୧୦/୦୪ : ସରିଲା ରାଜ୍ୟ କ୍ୟାବିନେଟ ବୈଠକ। ୫ଟି ବିଭାଗର ୧୧ଟି ପ୍ରସ୍ତାବ ଉପରେ ମୋହର। ଜଳ ସମ୍ପଦ ବିଭାଗର ୫ଟି ଟେଣ୍ଡରକୁ ଅନୁମତି ମିଳିଛି। ପାର୍ବତୀଗିରି ମେଗା ଜଳପ୍ରକଳ୍ପକୁ ଗୁରୁତ୍ଵ ଦିଆଯାଇଛି। ଏହି ଜଳ ପ୍ରକଳ୍ପ ଦ୍ଵାରା ୬୧୨୦ ହେକ୍ଟର ଜମି ଜଳସେଚିତ ହେବ। ଏହାଦ୍ଵାରା!-->…
Read More...
Read More...