ନବୀନଙ୍କୁ ଭେଟି କଳିକେଶ କହିଲେ ବଡକଥା, ରାଜନୀତି ସରଗରମ
ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଆଜି ବିଜେଡି ବିଧାୟକ କଳିକେଶ ନାରାୟଣ ସିଂହଦେଓ ସାକ୍ଷାତ କରିଛନ୍ତି। ସାକ୍ଷାତ ଆଲୋଚନା ପରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା ପାଇଁ ପ୍ରସ୍ତୁତ ଅଛି। ନବୀନ!-->…
Read More...
Read More...