ରାଜଧାନୀରେ ‘ଭାରତ ବନ୍ଦ’ର ପ୍ରଭାବ
ଭୁବନେଶ୍ୱର: କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି ଆଜି ୧୨ଘଣ୍ଟିଆ ଭାରତ ବନ୍ଦ ପାଳନ କରାଯାଉଛି । ଏହି ବନ୍ଦର ପ୍ରଭାବ ଓଡ଼ିଶାର ବିଭିନ୍ନ ସ୍ଥାନରେ ପଡଛି । ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ଛକରେ ଆନ୍ଦୋଳନକାରୀମାନେ ପିକେଟିଂ କରିବା ସହ ଗାଡିକୁ ଅଟକାଇଛନ୍ତି । ଆଇଗିଣୀଆ ଛକ,!-->…
Read More...
Read More...