Yearly Archives

2026

ପ୍ରେନାନନ୍ଦଜୀ ମହାରାଜଙ୍କ ଶରଣରେ ବିରୁଷ୍କା

ନୂଆଦିଲ୍ଲୀ ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ ଯେ ଏହି ଦମ୍ପତି ବୃନ୍ଦାବନ ଗସ୍ତ କରିଛନ୍ତି; ସେମାନଙ୍କୁ ଅନେକ ଥର ପ୍ରେନାନନ୍ଦଜୀ ମହାରାଜଙ୍କ ମନ୍ଦିର ପରିଦର୍ଶନ
Read More...

ସଲମାନ ଖାନଙ୍କ ପିତାଙ୍କ ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା

ମୁମ୍ବଇ: ହିନ୍ଦୀ ସିନେମାର ଜଣେ ପ୍ରସିଦ୍ଧ ଲେଖକ ଏବଂ ବଲିଉଡ ଭାଇଜାନ ସଲମାନ ଖାନଙ୍କ ପିତା ସଲିମ ଖାନଙ୍କ ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା । ସଲିମ୍‌ ହଠାତ୍ ଅସୁସ୍ଥ ହୋଇ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସଲମାନ ପିତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖବର ପାଇବା ପରେ ତୁରନ୍ତ ହସ୍ପିଟାଲରେ
Read More...

ପୁଣି କମିଲା ସୁନା ଓ ରୂପା ଦର

ନୂଆଦିଲ୍ଲୀ: ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ଗତକାଲି ପରି ଆଜି ବି କମିଲା ସୁନା ଓ ରୂପା ଦର । ଆଜି ୨୪କ୍ୟାରେଟ ସୁନାର ଦାମ୍‌ ୧୦ଗ୍ରାମ୍‌ ପ୍ରତି ୧୫୩୦ଟଙ୍କା ହ୍ରାସ ପାଇ ୧ଲକ୍ଷ ୫୫ହଜାର ୬୦୦ଟଙ୍କାରେ ପହଞ୍ଚିଛି । ଗତକାଲି ୨୪କ୍ୟାରେଟ ସୁନାର ଦାମ୍‌ ୧ଲକ୍ଷ ୫୬ହଜାର ୫୯୦ଟଙ୍କା ରହିଥିଲା ।
Read More...

ଟ୍ୟାଙ୍କରକୁ ଧକ୍କା ଦେଲା ବାଇକ, ଚାଲିଗଲା ୩ ଜଣଙ୍କ ଜୀବନ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଟିକିରି ଥାନା ମଶୁରିପଦର ଛକ ନଟରାଜ ପେଟ୍ରଲ ପମ୍ପ ନିକଟରେ ଗତକାଲି ବିଳମ୍ବିତ ରାତିରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଟ୍ୟାଙ୍କରକୁ ବାଇକଟିଏ ପଛରୁ ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି।ମୃତକମାନେ
Read More...

ନନ୍ଦନକାନନକୁ ଦକ୍ଷିଣ ଆଫ୍ରିକାରୁ ଆସିବେ ଚିତା

ଭୁବନେଶ୍ୱର: ଓଡିଶା ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିବେ ଚିତା ବାଘ । ଚିଡିଆଖାନାରେ ଅଧିକରୁ ଅଧିକ ପର୍ଯ୍ୟଟକଙ୍କ ସୂଅ ଛୁଟିବ । ନନ୍ଦନକାନନର ବନ୍ୟଜନ୍ତୁ ଅଧ୍ୟାୟରେ ଲେଖାଯିବ ସ୍ୱର୍ଣ୍ଣିମ ଅଧ୍ୟାୟ । ଆଗକୁ କିଛି ଏପିରି ଯୋଜନା ରହିଛି । ଏବେ ଚିତା ବାଘ ଦେଖିବାକୁ ମଧ୍ୟପ୍ରଦେଶର କୁନୋ
Read More...

ବଜେଟ୍ ଅଧିବେଶନ: ଅଭିଭାଷଣ ରଖିଲେ ରାଜ୍ୟପାଳ

ଭୁବନେଶ୍ୱର : ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ । ବିକଶିତ ଭାରତର ଓଡ଼ିଶା ହେବ ଗ୍ରୋଥ୍ ଇଞ୍ଜିନ୍ । ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ । ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୋ ସରକାର ପ୍ରତିଶ୍ରୁତିବଦ୍ଧ । ପ୍ରଧାନମନ୍ତ୍ରୀ
Read More...

ଏପ୍ରିଲ ୨୨ରେ କେଦାରନାଥ, ୨୩ରେ ଖୋଲିବ ବଦ୍ରିନାଥ ମନ୍ଦିର

ଡେରାଡୁନ: ଆସନ୍ତା ଏପ୍ରିଲ ୨୨ରେ ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲାରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ କେଦାରନାଥ ମନ୍ଦିର ଏବଂ ଏପ୍ରିଲ ୨୩ରେ ବଦ୍ରିନାଥ ମନ୍ଦିର ଭକ୍ତଙ୍କ ପାଇଁ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ରବିବାର ଘୋଷଣା କରିଛନ୍ତି। ଅପରପକ୍ଷରେ ଏପ୍ରିଲ ୧୯ରେ
Read More...

ପ୍ରଜ୍ବଳିତ ହେଲା ବୃହତ୍ ଜଗତ ମଙ୍ଗଳ ଜାଗର ଦୀପ

ପୁରୀ- ମହାଶିବରାତ୍ରୀ ଅବ୍ୟବହିତ ପୂର୍ବରୁ ପବିତ୍ର ପଙ୍କୋଦ୍ଧାର ଏକାଦଶୀ ତିଥିରେ ଶୁକ୍ରବାର ପୁରୀସ୍ଥିତ ଶ୍ରୀଲୋକନାଥଙ୍କ ପୀଠରେ 16ତମ ବୃହତ ଜଗତମଙ୍ଗଳ ଜାଗର ଦୀପ ପ୍ରଜ୍ବଳିତ ହୋଇଛି | ସନ୍ଧ୍ୟାରେ ଶ୍ରୀଲୋକନାଥଙ୍କ ଗମ୍ଭୀରାରୁ ଦୀପ ଆସି ଏହି ବୃହତ୍ ଦୀପ ପ୍ରଜ୍ବଳନ କରାଯାଇଥିଲା। ଉତ୍ସବରେ
Read More...

ନବରଙ୍ଗପୁରରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଜଗତର ନାଥ, ତେଣୁ ତାଙ୍କ ଦର୍ଶନ ପାଇଁ କୌଣସି ବାଧା ରହିବା ଉଚିତ ନୁହେଁ। ପ୍ରତିଟି ଓଡିଆ ଯେପରି ଜୀବନରେ ଅନ୍ତତଃ ଥରେ ସମ୍ମାନର ସହ ମହାପ୍ରଭୁଙ୍କ ଦର୍ଶନ ପାଇବେ, ଏହି ଚିନ୍ତାଧାରା ରଖି ଆମ ସରକାର ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ
Read More...

ଜୟରାମ ରମେଶଙ୍କୁ ଭର୍ତ୍ସନା କଲେ ସିଜେଆଇ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ରାଜ୍ୟସଭା ସାଂସଦ ଜୟରାମ ରମେଶଙ୍କ ଆବେଦନର ଶୁଣାଣି କରିବାକୁ ମନା କରିଦେଇଛନ୍ତି। ସୁପ୍ରିମକୋର୍ଟରେ, ସିଜେଆଇ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଖଣ୍ଡପୀଠ ଅସନ୍ତୋଷ ପ୍ରକାଶ କରି କଂଗ୍ରେସ ସାଂସଦ ଜୟରାମ ରମେଶଙ୍କୁ ଭର୍ତ୍ସନା କରିଛନ୍ତି। ସିଜେଆଇ ସୂର୍ଯ୍ୟକାନ୍ତ
Read More...