୮ ଯାଏଁ ପାଗ ଶୁଖିଲା, ୯ରୁ ପୁଣି ଛେଚିବ ବର୍ଷା
ଭୁବନେଶ୍ବର : ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ଥିବାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କିନ୍ତୁ, କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୯ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରଭାବରେ ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲା ସହ!-->…
Read More...
Read More...