ବିଜେଡିର ବଲାଙ୍ଗିର ଜିଲ୍ଲା ପାଇଁ ନୂତନ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା

0 231

ବଲାଙ୍ଗୀର,୧୧/୧୨- ଆଜି ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଦଳର ଛାମୁଆ ଯୁବ ସଂଗଠନକୁ ସୁଦୃଢ ଓ କ୍ରିୟାଶୀଳ କରିବା ପାଇଁ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ଶ୍ରୀଯୁକ୍ତ ପ୍ରଣବ କୁମାର ବଳବନ୍ତରାୟ ଏବଂ ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟଙ୍କ ଦ୍ୱାରା ବଲାଙ୍ଗିର ଜିଲ୍ଲାର ନୂତନ କାର୍ଯ୍ୟକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏହି କମିଟିରେ ଜିଲ୍ଲାର ସଂଗ୍ରାମୀ ଯୁବ ନେତାମାନଙ୍କୁ ସାମିଲ କରାଯାଇଛି । ଏଥିସହିତ ନୂତନ ଜିଲ୍ଲା କମିଟିରେ ଜିଲ୍ଲା ସଭାପତିଙ୍କ ସମେତ ୫ ଜଣ ଜିଲ୍ଲା ଉପସଭାପତି,୫ ଜଣ ଜିଲ୍ଲା ସାଧାରଣ ସମ୍ପାଦକ,୨୦ ଜଣ ସମ୍ପାଦକ ,ଜଣେ ଆଇଟି କୋଡିନେଟର୍‌ ନିଯୁକ୍ତି ପାଇଛନ୍ତି ।

hiranchal ad1
Leave A Reply

Your email address will not be published.

5 − 4 =