ଭାରସାମ୍ୟ ହରାଇ କାର୍ ଦୁର୍ଘଟଣା ଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ଚାଳକ

0 1,635

hiring

ବୌଦ୍ଧ,୮/୫ – ଜାତୀୟ ରାଜପଥ ନମ୍ବର୍ 57 ର ମର୍ଯାଦପୁର୍ ନିକଟରେ ଭାରସାମ୍ୟ ହରାଇ ଏକ କାର୍ ଗତକାଲି ଅପରାନ୍ହ ପ୍ରାୟ 3 ଘଣ୍ଟା ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣା ପଡିଛି l ମିଳିଥିବା ସୂଚନା ଅନୁଯାୟୀ ବଲାଙ୍ଗୀର ଠାରୁ କଟକ ଅଭିମୁଖେ ଯାଉଥିବା ଏକ କାର୍ ଓଡ଼ି 05 ଏ.ସି. 0863 ଗତକାଲି ଅପରାନ୍ହ ପ୍ରାୟ 3 ଘଣ୍ଟା ସମୟରେ ଜାତୀୟ ରାଜପଥ ନମ୍ବର୍ 57 ର ମର୍ଯାଦପୁର୍ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛରେ ବାଡେଇ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା | ଗାଡ଼ିରେ କେବଳ ଡ୍ରାଇଭର ଥିଲେ ଓ ସେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣା ପଡିଛି l

hiranchal ad1
Leave A Reply

Your email address will not be published.

nineteen − 16 =