କୋଭିଡ଼ ମୁକାବିଲାପାଇଁ ବଲାଙ୍ଗୀର ଜିଲ୍ଲାକୁୁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

0 246

ଭୁବନେଶ୍ୱର,୧୩/୫- କୋଭିଡ଼ ଦ୍ୱିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ କୋଭିଡ଼ର ପ୍ରଥମ ଲହରରେ ଗତବର୍ଷ ବିଭିନ୍ନ ପର୍ଯ୍ୟାୟରେ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨କୋଟି ଟଙ୍କା ମଞ୍ଜୁର କରିଥିଲେ ।

hiranchal ad1
Leave A Reply

Your email address will not be published.

2 × three =