ବୌଦ୍ଧ/ଜହ୍ନାପଙ୍କ,୧/୬- ବୌଦ୍ଧ ବ୍ଳକ ଅନ୍ତର୍ଗତ ଚନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚିତ୍ତ ରଞ୍ଜନ ପ୍ରଧାନ ଗତକାଲି ତାଙ୍କର ଶିକ୍ଷକତାରୁ ଅଵସର ଗ୍ରହଣ କରିଛନ୍ତି। କମ୍ପରା ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶିଵ ପ୍ରସାଦ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କୌଡିଆତୋଳା ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସନ୍ତୋଷ କୁମାର ପ୍ରଧାନ, ସହକାରୀ ଶିକ୍ଷକ ସ୍ମରଜିତ ପ୍ରଧାନ ଶ୍ରୀ ପ୍ରଧାନଙ୍କ ଶିକ୍ଷକତା ଜୀବନର ଗୁଣାବଳୀ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ ।
Sign in
Sign in
Recover your password.
A password will be e-mailed to you.
Next Post