ତୃତୀୟ ଲହର ପାଇଁ ପୂରା ପ୍ରସ୍ତୁତ ଅଛି ଓଡ଼ିଶା : ଡିଏମ୍‌ଇଟି

0 105

ଭୁବନେଶ୍ୱର : ମହାରାଷ୍ଟ୍ର ସରକାରଙ୍କ ଚେତାବନୀ ପରେ ତୃତୀୟ ଲହର ପାଇଁ ଓଡ଼ିଶା ସରକାରଙ୍କ ଜୋରଦାର ପ୍ରସ୍ତୁତି ଆରମ୍ଭ । ଏସଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତ ଅଛି ବୋଲି କହିଛନ୍ତି ଡିଏମ୍‌ଇଟି ସିବିକେ ମହାନ୍ତି । ଡିଏମଇଟି କହିଛନ୍ତି ଯେ,  ତୃତୀୟ ଲହର ପାଇଁ ପୂରା ପ୍ରସ୍ତୁତ ଅଛି ଓଡ଼ିଶା । ବର୍ତ୍ତମାନ ସମୟରେ ତୃତୀୟ ଲହର ଏକ ଆକଳନ ମାତ୍ର । ତା ଅର୍ଥ ଓଡ଼ିଶାକୁ ଆସିବନି ବୋଲି କୁହାଯାଇପାରିବନି । ତୃତୀୟ ଲହର ରୋକିବାକୁ ରାଜ୍ୟ ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି । କୋଭିଡ ନିୟମ ମାନିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଉଛି । ଟୀକାକରଣକୁ ଜୋରଦାର କରାଯାଇଛି । ଅଧିକ ଲୋକ ସଂକ୍ରମଣ ଆଶଙ୍କାରେ ଭିତ୍ତିଭୂମି ବୃଦ୍ଧିକୁ ଗୁରୁତ୍ୱ ଦିଆଯାଉଛି ।

hiranchal ad1
Leave A Reply

Your email address will not be published.

five × two =