ଆସନ୍ତାକାଲି କଟକରେ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

0 72

କଟକ : କରୋନାର ଦ୍ୱିତୀୟ ଲହର ହ୍ରାସ ପାଉଥିବାରୁ କଟକଣା କୋହଳ ହେବାରେ ଲାଗିଛି । ଏହାରି ମଧ୍ୟରେ କଟକ ଜିଲ୍ଲାରେ ଆସନ୍ତାକାଲିଠାରୁ ଖୋଲିବାକୁ ଯାଉଛି ସମସ୍ତ ଧର୍ମାନୁଷ୍ଠାନ । କୋଭିଡ କଟକଣାରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଧର୍ମାନୁଷ୍ଠାନ ଖୋଲିବାକୁ ନେଇ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ସୂଚନା ଦେଇଛନ୍ତି । ତେବେ କଟକ ସହରରେ ମନ୍ଦିର ଖୋଲିବ କି ନାହିଁ, ସେନେଇ ସିଏମସି ନିଷ୍ପତ୍ତି ନେବ ।

hiranchal ad1
Leave A Reply

Your email address will not be published.

ten + fifteen =