ଭୂପେନ୍ଦ୍ର ପଟେଲ୍ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ

0 176

ଅହମ୍ମଦାବାଦ: ଭୂପେନ୍ଦ୍ର ପଟେଲ୍ ହେଲେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ। ଆଜି ବିଧାୟକ ଦଳର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଶନିବାର ବିଜୟ ରୁପାଣୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଯାହା ପରେ ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ, ସେ ନେଇ ମନ୍ଥନ ଚାଲିଥିଲା। ଆଜି ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ରଙ୍କ ନାଁ ଉପରେ ମୋହର୍ ଲାଗିଛି।

hiranchal ad1
Leave A Reply

Your email address will not be published.

eighteen − ten =