କରୋନା ନେଲା ଆଉ ୪ ଜଣଙ୍କ ଜୀବନ

0 81

ଭୁବନେଶ୍ୱର : ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୨୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ଏବେ ସୁଦ୍ଧା ରାଜ୍ୟରେ ୧୮୯୫୩୧୬୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

10 + ten =