ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ

0 90

ଭୁବନେଶ୍ୱର : ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

hiring

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୮୮୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୫୬୦୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୨୯୫୧୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

1 × four =