ସତର୍କ ରୁହ ଆସୁଛି ଆଉ ଏକ ଲଘୁଚାପ

0 106

ଭୁବନେଶ୍ୱର : ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହାରି ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ କ୍ଷେତ୍ର । ୧୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଦିଗକୁ ଗତି କରିବ । ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛି ପାଣିପାଗ ବିଭାଗ ।

hiranchal ad1
Leave A Reply

Your email address will not be published.

6 + five =