କରୋନା ନେଲା ଆଉ ୪ ଜଣଙ୍କ ଜୀବନ

0 96

ଭୁବନେଶ୍ୱର :ରାଜ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ, କନ୍ଧମାଳ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୦୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୭୧୧୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୫୧୦୩୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

20 − 18 =