ମହାପ୍ରଭୁଙ୍କୁ ଦର୍ଶନ କଲେ ନୀତି ଆୟୋଗ ଉପାଧ୍ୟକ୍ଷ

0 96

ପୁରୀ : ନୀତି ଆୟୋଗ ଉପାଧ୍ୟକ୍ଷ ଡଃ ରାଜୀବ କୁମାର ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କୁ ଆଜି ସକାଳେ ଦର୍ଶନ କରିଛନ୍ତି । ନୀତି ଆୟୋଗର ବିଭାଗୀୟ ଉପଦେଷ୍ଟା ଅବିନାଶ ମିଶ୍ର, ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ପ୍ରୋଟକଲ ଅଫିସର ଗୋପିନାଥ ମିଶ୍ର, ସିଟି ଡିଏସପି ଶ୍ରୀ ଜନାର୍ଦ୍ଦନ ପାଢୀ ପ୍ରମୁଖ ସାମିଲ ଥିଲେ ।

hiranchal ad1
Leave A Reply

Your email address will not be published.

19 − 19 =