ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଆର୍ଥିକ ସହାୟତାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0 105

ଭୁବନେଶ୍ୱର: ରାସନକାର୍ଡ ହିତାଧିକାରୀଙ୍କୁ ଆର୍ଥିକ ସହାୟତାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ରାସନ କାର୍ଡଧାରୀ ଓ ବିଜୁ ସ୍ୱାସ୍ଥ୍ୟ କାର୍ଡଧାରୀଙ୍କୁ ସହାୟତା ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୧ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ରାଜ୍ୟ ସରକାର ୯୬୦କୋଟି ଟଙ୍କା ବ୍ୟୟ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

hiranchal ad1
Leave A Reply

Your email address will not be published.

six + 2 =